ଓଡ଼ିଶାରେ ଦୁଇଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ
ଓଡ଼ିଶାରେ ଦୁଇଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର/କଟକ ୨୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଓଡ଼ିଶାରେ ଦୁଇଜଣ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏନେଇ ଆଇଏଲଏସ୍ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ଜଣେ ନାଇଜେରିଆ ଓ ଆଉଜଣେ କାତାରରୁ ଓଡ଼ିଶାକୁ ଫେରିଥିବା କୁହାଯାଇଛି। ଜିନମ୍ ସିକ୍ବେନ୍ସିଂ ପରେ ଚିହ୍ନଟ ହୋଇଛନ୍ତି। ସେ ଦୁଇ ଜଣଙ୍କ ସ୍ଵାସ୍ଥ୍ୟବସ୍ଥା ସ୍ଥିର ଅଛି। କେହି ଗୁରୁତର ନାହାନ୍ତି। ଏମାନଙ୍କ ଭିତରୁ ଜଣେ କଟକର ଓ ଆଉଜଣେ ଖୋର୍ଦ୍ଧାର। ଦୁଇ ଜଣ ପୁରୁଷ। ଉଭୟଙ୍କର ବୟସ ଯଥାକ୍ରମେ ୪୩ ଓ ୪୧। ଏହା କହିଛନ୍ତି…
View On WordPress











