ଖୋଲିଲା ତୁଷାର ମୃତ୍ୟୁର ଗୁମର: ବନ୍ଧା ହେଲେ ୨ ସାଥୀ
ଖୋଲିଲା ତୁଷାର ମୃତ୍ୟୁର ଗୁମର: ବନ୍ଧା ହେଲେ ୨ ସାଥୀ
କଟକ ମହାନଦୀ ସେତୁରୁ ନିଖୋଜ ଛାତ୍ର ତୁଷାରକାନ୍ତ ସାହୁଙ୍କ ଗାଡ଼ି ମିଳିଥିଲା। ଏହାର ୨ ଦିନ ପରେ ଅର୍ଥାତ ଅଗଷ୍ଟ ୫ରେ ଯୋବ୍ରା ଆନିକଟରୁ ଯୁକ୍ତ ଦୁଇ ଛାତ୍ର ତୁଷାରକାନ୍ତ ସାହୁଙ୍କ ମୃତଦେହ ମିଳିଥିଲ। ପରିବାର ଲୋକେ ତୁଷାରକାନ୍ତଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ କରିଥିଲେ। କଟକ: ବହୁଚର୍ଚ୍ଚିତ ଖ୍ରୀଷ୍ଟ କଲେଜ ଛାତ୍ର ତୁଷାରକାନ୍ତ ସାହୁ ମୃତ୍ୟୁ ଘଟଣାର ପର୍ଦ୍ଦାଫାସ୍। ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ଜଗତପୁର ଥାନା ପୋଲିସ।ତୁଷାରଙ୍କୁ ଆତ୍ମହତ୍ୟା କରିବାକୁ…
View On WordPress









