ବଡ଼ଦାଣ୍ଡରେ ଅଧିଆ ପଡ଼ି ସରକାରଙ୍କ ସଦବୁଦ୍ଧି କାମନା କଲା ବିଜେପି ?
ବଡ଼ଦାଣ୍ଡରେ ଅଧିଆ ପଡ଼ି ସରକାରଙ୍କ ସଦବୁଦ୍ଧି କାମନା କଲା ବିଜେପି ?
ପୁରୀ/ଭୁବନେଶ୍ବର ୧୧/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବିଧାନସଭାରୁ ଏବେ ବଡ଼ଦାଣ୍ଡ । ସମୟ ପୂର୍ବରୁ ସରିଗଲା ବିଧାନସଭା, ହେଲେ ଚାଲିବ ଲଢେଇ । ବିଜେପି ଓ କଂଗ୍ରେସ ଉଭୟ ନିଜ ନିଜର ଲଢେଇ ଜାରି ରଖିଛନ୍ତି । ସରକାରଙ୍କ ସଦବୁଦ୍ଧି କାମନା କରି ପୁରୀ ଜଗନ୍ନାଥଙ୍କ ପାଖରେ ଅଧିଆ ପଡିଛନ୍ତି ବିଜେପି ବିଧାୟକ । ବିଧାନସଭାର ଶୀତକାଳିନ ଅଧିବେଶନ ଅଧାରୁ ବନ୍ଦ ହୋଇଥିବା ବେଳେ ଏହାକୁ ନେଇ ରାଜ୍ୟପାଳଙ୍କ ଦ୍ୱାରସ୍ତ ହୋଇଥିଲା ବିଜେପି । ରାଜ୍ୟପାଳଙ୍କୁ ୪ ଦଫା ଦାବି ଜଣାଇଥିଲା ବିଜେପି ବିଧାୟକ ଦଳ…
View On WordPress











