ମାସକୁ ୧୫୦୦ ଟଙ୍କା ଜମା କଲେ ପାଇବେ ୩୫,୦୦,୦୦୦... ଏହି ସ୍କିମ୍ କ’ଣ ଜାଣନ୍ତୁ...
ମାସକୁ ୧୫୦୦ ଟଙ୍କା ଜମା କଲେ ପାଇବେ ୩୫,୦୦,୦୦୦… ଏହି ସ୍କିମ୍ କ’ଣ ଜାଣନ୍ତୁ…
ଦିନକୁ ଦିଅନ୍ତୁ ମାତ୍ର ୫୦ ଟଙ୍କା। ମାସକୁ ୧୫ ଶହ ଟଙ୍କା ଜମା କରି ପାଆନ୍ତୁ ୩୫ ଲକ୍ଷ ଟଙ୍କା। ଆପଣଙ୍କ ଘର ପାଖରେ ଥିବା ପୋଷ୍ଟ ଅଫିସ ଦେଉଛି ଏମିତି ସୁଯୋଗ। ନିଜ କଷ୍ଟ ଅର୍ଜିତ ଧନକୁ ନିବେଶ କରି ଆପଣ ଭଲ ଆୟ କରିବାକୁ ଚାହୁଁଥିଲେ ମାର୍କେଟରେ ଅନେକ ବିକଳ୍ପ ରହିଛି ନୂଆଦିଲ୍ଲୀ: ଦିନକୁ ଦିଅନ୍ତୁ ମାତ୍ର ୫୦ ଟଙ୍କା। ମାସକୁ ୧୫ ଶହ ଟଙ୍କା ଜମା କରି ପାଆନ୍ତୁ ୩୫ ଲକ୍ଷ ଟଙ୍କା। ଆପଣଙ୍କ ଘର ପାଖରେ ଥିବା ପୋଷ୍ଟ ଅଫିସ ଦେଉଛି ଏମିତି ସୁଯୋଗ। ନିଜ କଷ୍ଟ ଅର୍ଜିତ ଧନକୁ ନିବେଶ କରି ଆପଣ ଭଲ ଆୟ…
View On WordPress











