ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ:AIIMS ପକ୍ଷରୁ ଘୋଷଣା
ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ଯମ କରିଥିବା ଛାତ୍ରୀ ସୌମ୍ଯାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ଯାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ।ସୂଚନାଯୋଗ୍ୟ, ବାଲେଶ୍ୱରସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ (ଏଚ୍ଓଡି)…
View On WordPress















