ପିପିଲି ପୋଷ୍ଟମର୍ଟମ: କାହାର ବଢିଲା, କାହାର କମିଲା?
ପିପିଲି ପୋଷ୍ଟମର୍ଟମ: କାହାର ବଢିଲା, କାହାର କମିଲା?
ଭୋଟ୍ ସରିଲା, ଆରମ୍ଭ ହେଲା ଫାଇଦା-ଘାଟାର ପୋଷ୍ଟମର୍ଟମ। ଭୋଟ୍ ପ୍ରତିଶତ ହିସାବକୁ ଦେଖିଲେ, ବିଜେଡି ଫାଇଦାରେ ଥିବା ବେଳେ ବିଜେପି ନିଜ ଭୋଟ୍ ବ୍ୟାଙ୍କ ବଜାୟ ରଖିବା ସହ ସାମାନ୍ୟ ଉନ୍ନତି କରିଛି। କିନ୍ତୁ ଢେର୍ ଘାଟା ଖାଇଛି କଂଗ୍ରେସ୍। ପିପିଲି: ଭୋଟ୍ ସରିଲା, ଆରମ୍ଭ ହେଲା ଫାଇଦା-ଘାଟାର ପୋଷ୍ଟମର୍ଟମ। ଭୋଟ୍ ପ୍ରତିଶତ ହିସାବକୁ ଦେଖିଲେ, ବିଜେଡି ଫାଇଦାରେ ଥିବା ବେଳେ ବିଜେପି ନିଜ ଭୋଟ୍ ବ୍ୟାଙ୍କ ବଜାୟ ରଖିବା ସହ ସାମାନ୍ୟ ଉନ୍ନତି କରିଛି। କିନ୍ତୁ ଢେର୍ ଘାଟା ଖାଇଛି କଂଗ୍ରେସ୍। ୧୯…
View On WordPress









