தமிழ்நாட்டில் புதிதாக 249 பேருக்கு கரோனா விரிவாக படியுங்கள் 👉 https://www.miatamil.com/Corona-for-249-newcomers-in-Tamil-Nadu-Corona-1254773431.html #Corona | #TamilNadu | #positivecases https://www.instagram.com/p/CeubLnHv07a/?igshid=NGJjMDIxMWI=

#batman#dc#dc comics#bruce wayne#dick grayson#tim drake#dc fanart#batfamily#batfam

seen from Canada
seen from Russia
seen from China
seen from India
seen from China
seen from Canada
seen from Sweden
seen from Hungary
seen from China

seen from United States
seen from Malaysia

seen from Poland

seen from Malaysia
seen from Germany

seen from China
seen from United States
seen from Germany
seen from United States
seen from Hungary
seen from China
தமிழ்நாட்டில் புதிதாக 249 பேருக்கு கரோனா விரிவாக படியுங்கள் 👉 https://www.miatamil.com/Corona-for-249-newcomers-in-Tamil-Nadu-Corona-1254773431.html #Corona | #TamilNadu | #positivecases https://www.instagram.com/p/CeubLnHv07a/?igshid=NGJjMDIxMWI=
ଦୈନିକ ସଂକ୍ରମଣର ୪୦% ଭୁବନେଶ୍ୱରରୁ ଚିହ୍ନଟ : ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢ଼ିଲା
ସତର୍କ ନହେଲେ ବଢ଼ିବ ସଂକ୍ରମଣ
ଭୁବନେଶ୍ୱର, ୧୧ା୧୦ : ରାଜଧାନୀରେ ବଢୁଥିବା କରୋନା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଆସୁଛି । ବାରମ୍ବାର ଚେତାଇବା ସତ୍ତ୍ବେ ଲୋକମାନେ ହାଟ ବଜାରରେ ଭିଡ଼ କରୁଥିବାରୁ ଏପରି ହେଉଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ପାଣିଗ୍ରାହୀ । ସେ କହିଛନ୍ତି ଯେ, ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଆମେ ଲୋକ ମାନଙ୍କୁ ସଚେତନ କରାଇବା ସତ୍ତ୍ବେ ହାଟ ଓ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି । ଏହା ଦ୍ୱାରା ପୁଣି ଥରେ ସଂକ୍ରମଣ ବଢିବାର ସମ୍ଭାବନା ଦେଖା ଯାଉଛି । ଗତକାଲି ଭୁବନେଶ୍ୱରରେ ସଂକ୍ରମଣ ଉପର ମୁହାଁ ହୋଇଥିବାର ନଜିର ସାମ୍ନାକୁ ଆସିଛି । ମାତ୍ର ଏପରି ସ୍ଥିତିରେ ଲୋକମାନେ ସଚେତନ ହେଉ ନଥିବାରୁ କମିଶନରେଟ ପୋଲିସକୁ କଟକଣା ବଢ଼ାଇବା ପାଇଁ କୁହାଯାଇଛି । କିପରି ଲୋକମାନେ ବାହାରେ ଗହଳି ନ କରିବେ, ଭିଡ଼କୁ ରୋକି ହେବ ସେ ନେଇ ଯୋଜନା ପ୍ରସ୍ତୁତ କରିବାକୁ ଆମେ ନିର୍ଦ୍ଦେଶ ଦେଇଛୁ । ଏହା ଛଡ଼ା ଲୋକମାନେ ନିଜେ ସତର୍କ ରୁହନ୍ତୁ ବୋଲି ଆମେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରୁଛୁ । ବାହାରେ ଅଯଥା ଗହଳି କରନ୍ତୁ ନାହିଁ ବୋଲି ସେ କହିଛନ୍ତି । ରାଜ୍ୟରେ ୪୪୮ ପଜିଟିଭ, ଆଉ ୫୯ ଶିଶୁ ଆକ୍ରାନ୍ତ ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୪୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବିଗତ ଏକ ସପ୍ତାହ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ୫୦୦ ଉପରକୁ ରହୁଥିବାବେଳେ ଆଜି ତାହା ୫୦୦ ତଳକୁ ଖସିଆସିଛି । ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ ଜଣଙ୍କ ବୟସ ୧୮ ବର୍ଷରୁ କମ । ପାର୍ବଣ ବେଳାରେ ପୁଣି କରୋନା ସଂକ୍ରମଣ ଟେନସନ୍ ଦେଉଛି। ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୩୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ତଳକୁ ଖସି ୨୦୮ରେ ରହିଛି। ତେବେ ପାର୍ବଣ ବେଳେ ଅଯଥା ଭିଡ଼ ନକରିବାକୁ ଓ କରୋନା ଗାଇଡଲାଇନ୍ସ ଠିକ୍ ଭାବେ ଅନୁପାଳନ କରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୩ ଜଣ, କଟକରୁ ୪୮ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୪ ଜଣ, ଗଜପତି ଓ ଗଞ୍ଜାମରୁ ଜଣେ ଲେଖାଏଁ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୧୩ ଜଣ, କେନ୍ଦୁଝରରୁ ୩ଜଣ, କୋରାପୁଟ ଓ ମାଲକାନଗିରିରୁ ୨ଜଣ ଲେଖାଏଁ, ମୟୁରଭଞ୍ଜରୁ ୧୭ ଜଣ, ନବରଂଗପୁରରୁ ଜଣେ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୨ଜଣ, ପୁରୀରୁ ୧୨ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩୨ ହଜାର ୧୪୪କୁ ବୃଦ୍ଧି ହୋଇଛି। ୫,୦୮୭ ଆକ୍ଟିଭ କେଶ୍ ଥିବାବେଳେ ୧୦ ଲକ୍ଷ ୧୮ ହଜାର ୭୪୯ ସୁସ୍ଥ ହୋଇଛନ୍ତି। Read the full article
ରାଜ୍ୟରେ କମୁଛି କରୋନା ସଂକ୍ରମଣ : ଦିନକରେ ୪୫୩ ଚିହ୍ନଟ, ୫୩ ଶିଶୁ ଆକ୍ରାନ୍ତ
ଭୁବନେଶ୍ୱର, ୫ା୧୦ : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗୁଛି । ଦୈନିକ ସଂକ୍ରମିତଙ୍କ ସଂଖ୍ୟା କମ୍ ଚିହ୍ନଟ ହେଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୬୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୫୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧ ଜଣ, ବାଲେଶ୍ୱରରୁ ୧୭ ଜଣ, ଭଦ୍ରକରୁ ୪ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୫୯ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧାରୁ ୨୦୧ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୨୨ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୮, ୮୧୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୧୫, ୬୦୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୯୩୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। Read the full article
Covid vaccination is on the one hand in the country and corona is on the other. The number of positive cases is decreasing day by day in the country. In the past 24 hours, 67,208 covid positive cases have been reported and 2,330 deaths. As many as 1,03,570 people have recently recovered from the corona...
Decreasing corona positive cases in the country
https://bit.ly/3zxqdMd
Covid vaccination is on the one hand in the country and corona is on the other. The number of positive cases is decreasing day by day in the country. In the past 24 hours, 67,208 covid positive cases have been reported and 2,330 deaths. As many as 1,03,570 people have recently recovered from the corona...
Decreasing corona positive cases in the country https://bit.ly/3zxqdMd #corona #decline
భారీ గా హైదరాబాద్ లో కరోనా పాజిటివ్ కేసులు -479 https://journalistsai.news/భారీ-గా-హైదరాబాద్-లో-కరోన/ #telanganafightscorona #covid19news #hyderabad #positivecases #telugunews #journalistsai https://www.instagram.com/p/CDxprowlyF7/?igshid=fc06b7d0xhu3
ఆంధ్రప్రదేశ్లో కరోనా మహమ్మారి... కొత్త కేసులు 10,328 https://journalistsai.news/ఆంధ్రప్రదేశ్లో-కరోనా-మహ/ #andhrafightscorona #covid19news #positivecases https://www.instagram.com/p/CDjUXZGFlwH/?igshid=xwyja1xafskt
తెలంగాణలో 2,012 కి చేరిన కరోనా కేసులు https://journalistsai.news/తెలంగాణలో-2012-కి-చేరిన-కరోనా/ #telanganafightscorona #positivecases #covıd19news https://www.instagram.com/p/CDfsa7GFiiH/?igshid=1coawj3e5yjil