ଓଡ଼ିଶା କ୍ରିକେଟ୍ପ୍ରେମୀଙ୍କ ପାଇଁ ଖୁସି ଖବର, ବାରବାଟୀରେ ଖେଳାଯିବ ଟି-ଟ୍ୱେଣ୍ଟି ମ୍ୟାଚ୍
ଓଡ଼ିଶା କ୍ରିକେଟ୍ପ୍ରେମୀଙ୍କ ପାଇଁ ଖୁସି ଖବର, ବାରବାଟୀରେ ଖେଳାଯିବ ଟି-ଟ୍ୱେଣ୍ଟି ମ୍ୟାଚ୍
କଟକ ବାରବାଟୀ ଷ୍ଟାଡିୟମ୍ରେ ହେବ ଆର୍ନ୍ତଜାତୀୟ ଟି-ଟ୍ୱେଣ୍ଟି କ୍ରିକେଟ୍ ମ୍ୟାଚ୍ । ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । କାରଣ ଦୀର୍ଘ ଦୁଇ ବର୍ଷ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ ଯାଉଛି ଅନ୍ତର୍ଜାତୀୟ ମ୍ୟାଚ୍ । ଭୁବନେଶ୍ୱର: କଟକ ବାରବାଟୀ ଷ୍ଟାଡିୟମ୍ରେ ହେବ ଆର୍ନ୍ତଜାତୀୟ ଟି-ଟ୍ୱେଣ୍ଟି କ୍ରିକେଟ୍ ମ୍ୟାଚ୍ । ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର । କାରଣ ଦୀର୍ଘ ଦୁଇ ବର୍ଷ ପରେ ପୁଣିଥରେ କଟକ ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବାକୁ…
View On WordPress














